1 Samuel 25:15 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ଆମ୍ଭମାନଙ୍କର ବଡ ଉପକାରୀ, ଆମ୍ଭମାନେେ କ୍ଷେତ୍ର ରେ ମେଣ୍ତାଙ୍କକ୍ସ୍ଟ ନଇେ ଥିବା ସମୟରେ ଦାଉଦର ଲୋକମାନେ ଆମ ସହିତ ଥିଲେ। ସମାନେେ ଆମର କିଛି ନଇେ ନାହାଁନ୍ତି କି ଆମର କିଛି କ୍ଷତି କରି ନାହିଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି ଲୋକମାନେ ଆମ୍ଭମାନଙ୍କର ବଡ଼ ଉପକାରୀ, ପୁଣି ଆମ୍ଭେମାନେ କ୍ଷେତ୍ରରେ ସେମାନଙ୍କ ସଙ୍ଗେ ଥିବାଯାଏ ଆମ୍ଭମାନଙ୍କର କୌଣସି ଅପକାର ହୋଇ ନାହିଁ, କି ଆମ୍ଭେମାନେ କିଛି ହରାଇ ନାହୁଁ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଆମ୍ଭମାନଙ୍କର ବଡ଼ ଉପକାରୀ, ଆମ୍ଭେମାନେ କ୍ଷେତ୍ରରେ ମେଣ୍ଢାଙ୍କୁ ନେଇ ଥିବା ସମୟରେ ଦାଉଦଙ୍କର ଲୋକମାନେ ଆମ ସହିତ ଥିଲେ। ସେମାନେ ଆମର କିଛି ନେଇ ନାହାନ୍ତି କି ଆମର କିଛି କ୍ଷତି କରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି ଲୋକମାନେ ଆମ୍ଭମାନଙ୍କର ବଡ଼ ଉପକାରୀ, ପୁଣି, ଆମ୍ଭେମାନେ କ୍ଷେତ୍ରରେ ସେମାନଙ୍କ ସଙ୍ଗେ ଥିବାଯାଏ ଆମ୍ଭମାନଙ୍କର କୌଣସି ଅପକାର ହୋଇ ନାହିଁ, କି ଆମ୍ଭେମାନେ କିଛି ହରାଇ ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି ଲୋକମାନେ ଆମ୍ଭମାନଙ୍କର ବଡ଼ ଉପକାରୀ, ପୁଣି, ଆମ୍ଭେମାନେ କ୍ଷେତ୍ରରେ ସେମାନଙ୍କ ସଙ୍ଗେ ଥିବାଯାଏ ଆମ୍ଭମାନଙ୍କର କୌଣସି ଅପକାର ହୋଇ ନାହିଁ, କି ଆମ୍ଭେମାନେ କିଛି ହରାଇ ନାହୁଁ।