1 Samuel 25:16 — Compare Translations
5 translations compared side by side
Odia - 1840
"ଦାଉଦର ଲୋକମାନେ ଆମ୍ଭମାନଙ୍କୁ ଦିନରାତି ସର୍ବଦା ନିରାପତ୍ତା ଦଇେଛନ୍ତି। ଆମ୍ଭେ ଯେତବେେଳେ ମଷେମାନଙ୍କୁ ନଇେ କ୍ଷତେ ରେ ଥିବା ସମୟରେ ସମାନେେ ଆମର ଚତକ୍ସ୍ଟର୍ଦ୍ଦିଗ ରେ ପ୍ରାଚୀର ସଦୃଶ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ଵରୂପ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦର ଲୋକମାନେ ଆମ୍ଭମାନଙ୍କୁ ଦିନରାତି ସର୍ବଦା ନିରାପତ୍ତା ଦେଇଛନ୍ତି। ଆମ୍ଭେ ଯେତେବେଳେ ମେଷମାନଙ୍କୁ ନେଇ କ୍ଷେତରେ ଥିବା ସମୟରେ ସେମାନେ ଆମର ଚତୁର୍ଦ୍ଦିଗରେ ପ୍ରାଚୀର ସଦୃଶ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ୱରୂପ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ୱରୂପ ଥିଲେ।