1 Samuel 25:17 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ଚିନ୍ତାକର ଓ ବର୍ତ୍ତମାନ କ'ଣ କରାୟାଇପାରିବ ସ୍ଥିର କର। ଆମର ସ୍ବାମୀ ଓ ତାଙ୍କର ସମସ୍ତ ପରିବାର ପ୍ରତି ଭୟଙ୍କର ବିପତ୍ତି ଆସକ୍ସ୍ଟଅଛି। ଏପରି ଦକ୍ସ୍ଟଷ୍ଟ ବ୍ଯକ୍ତିକକ୍ସ୍ଟ କହେି କିଛି କହି ନ ପା ରେ, କାଳେ ସେ ତା'ର ମନ ପରବର୍ତ୍ତନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ପାପାଧନ ସନ୍ତାନ ଯେ, ତାଙ୍କୁ କେହି କିଛି କହି ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଚିନ୍ତାକର ଓ କ’ଣ କରାଯାଇ ପାରିବ ସ୍ଥିର କର। ଆମର ସ୍ୱାମୀ ଓ ତାଙ୍କର ସମସ୍ତ ପରିବାର ପ୍ରତି ଭୟଙ୍କର ବିପତ୍ତି ଆସୁଅଛି। ଏପରି ଦୁଷ୍ଟ ବ୍ୟକ୍ତିକୁ କେହି କିଛି କହି ନ ପାରେ, କାଳେ ସେ ତା’ର ମନ ପରିବର୍ତ୍ତନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।