1 Samuel 25:18 — Compare Translations
5 translations compared side by side
Odia - 1840
"ଅବୀଗଲ ଶୀଘ୍ର 200 ରୋଟୀ, ଦକ୍ସ୍ଟଇକମ୍ଫା ଦ୍ରାକ୍ଷାରସ ଓ ପାଞ୍ଚଟି ମଷେର ମାଂସ ତରକାରୀ ଓ ପାଞ୍ଚ ଗୋଉଣୀ ଭଜା ଶସ୍ଯ ଓ 100 ପନ୍ଡୋ ଦ୍ରାକ୍ଷାରସ ଓ 200 ଡିମ୍ବିରି ପିଠା ନଇେ ଗଧମାନଙ୍କ ପିଠି ରେ ଲଦିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୋଟୀ ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ତା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମିରିଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀଗଲ ଶୀଘ୍ର 200 ରୋଟୀ, ଦୁଇ କୁମ୍ଫା ଦ୍ରାକ୍ଷାରସ ଓ ପାଞ୍ଚୋଟି ମେଷର ମାଂସ ତରକାରୀ ଓ ପାଞ୍ଚ ଗୋଉଣୀ ଭଜା ଶସ୍ୟ ଓ 100 ପେଣ୍ଡା ଦ୍ରାକ୍ଷାରସ ଓ 200 ଡିମ୍ବିରି ପିଠା ନେଇ ଗଧମାନଙ୍କ ପିଠିରେ ଲଦିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରିଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।