1 Samuel 25:19 — Compare Translations
5 translations compared side by side
Odia - 1840
"ତା'ପରେ ଅବୀଗଲ ତା'ର ଦାସମାନଙ୍କୁ କହିଲା, ମାେ ଆଗେ ଆଗେ ଗ୍ଭଲ, ଦେଖ, ମୁ ତକ୍ସ୍ଟମ୍ଭ ପେଛ ପେଛ ଯାଉଛି। କିନ୍ତୁ ସେ ତା'ର ସ୍ବାମୀକକ୍ସ୍ଟ ଏକଥା ଜଣାଇଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଆପଣା ଯୁବାମାନଙ୍କୁ କହିଲା, ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି । ମାତ୍ର ସେ ଆପଣା ସ୍ଵାମୀ ନାବଲକୁ ଏହା ଜଣାଇଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଅବୀଗଲ ତା’ର ଦାସମାନଙ୍କୁ କହିଲା, “ମୋ’ ଆଗେ ଆଗେ ଗ୍ଭଲ, ଦେଖ, ମୁଁ ତୁମ୍ଭ ପଛେ ପଛେ ଯାଉଛି।” କିନ୍ତୁ ସେ ତା’ର ସ୍ୱାମୀକୁ ଏ କଥା ଜଣାଇଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ଯୁବାମାନଙ୍କୁ କହିଲା, “ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି।” ମାତ୍ର ସେ ଆପଣା ସ୍ୱାମୀ ନାବଲକୁ ଏହା ଜଣାଇଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ଯୁବାମାନଙ୍କୁ କହିଲା, ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି। ମାତ୍ର ସେ ଆପଣା ସ୍ୱାମୀ ନାବଲକୁ ଏହା ଜଣାଇଲା ନାହିଁ।