1 Samuel 25:2 — Compare Translations

5 translations compared side by side

Odia - 1840
"ମାଯୋନ ରେ ଜଣେ ଧନି ଲୋକ ବାସ କରୁଥିଲେ। ତାଙ୍କର 3,000 ମେଣ୍ତା ଏବଂ 1,000 ଛଳେି ଥିଲା। ସେ ଲୋକ ଜଣକ କର୍ମୀଲକକ୍ସ୍ଟ ମେଣ୍ତାମାନଙ୍କର ଲୋମ କାଟିବାକକ୍ସ୍ଟ ୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ମାୟୋନସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାୟୋନରେ ଜଣେ ଧନି ଲୋକ ବାସ କରୁଥିଲେ। ତାଙ୍କର 3000 ମେଣ୍ଢା ଏବଂ 1000 ଛେଳି ଥିଲା। ସେ ଲୋକ ଜଣକ କର୍ମିଲକୁ ମେଣ୍ଢାମାନଙ୍କର ଲୋମ କାଟିବାକୁ ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ମାୟୋନ୍‌ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ମାୟୋନ୍‌ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା।