1 Samuel 25:20 — Compare Translations

5 translations compared side by side

Odia - 1840
"ଅବୀଗଲ ଗଧ ପିଠି ରେ ଚଢି ପର୍ବତର ତଳକକ୍ସ୍ଟ ଆସନ୍ତେ ସେ ଦେଖିଲେ, ଦାଉଦ ଓ ସମାନଙ୍କେର ଲୋକମାନେ ତା'ର ବିପରୀତ ଦିଗରକ୍ସ୍ଟ ଆସକ୍ସ୍ଟଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏରୂପେ ସେ ଗର୍ଦ୍ଦଭ ଉପରେ ଚଢ଼ି ପର୍ବତ ଉହାଡ଼ ନିକଟକୁ ଆସନ୍ତେ, ଦେଖ, ଦାଉଦ ଓ ତାଙ୍କର ଲୋକମାନେ ଅବୀଗଲ ସମ୍ମୁଖରେ ଉପସ୍ଥିତ ହେଲେ ଓ ସେ ସେମାନଙ୍କୁ ଭେଟିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀଗଲ ଗଧ ପିଠିରେ ଚଢ଼ି ପର୍ବତର ତଳକୁ ଆସନ୍ତେ ସେ ଦେଖିଲେ, ଦାଉଦ ଓ ସେମାନଙ୍କର ଲୋକମାନେ ତା’ର ବିପରୀତ ଦିଗରୁ ଆସୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏରୂପେ ସେ ଗର୍ଦ୍ଦଭ ଉପରେ ଚଢ଼ି ପର୍ବତ ଉହାଡ଼ ନିକଟକୁ ଆସନ୍ତେ, ଦେଖ, ଦାଉଦ ଓ ତାଙ୍କର ଲୋକମାନେ ଅବୀଗଲ ସମ୍ମୁଖରେ ଉପସ୍ଥିତ ହେଲେ ଓ ସେ ସେମାନଙ୍କୁ ଭେଟିଲା।
Odia IRV 2017 (ଓଡିଆ ବାଇବେଲ)
ଏରୂପେ ସେ ଗର୍ଦ୍ଦଭ ଉପରେ ଚଢ଼ି ପର୍ବତ ଉହାଡ଼ ନିକଟକୁ ଆସନ୍ତେ, ଦେଖ, ଦାଉଦ ଓ ତାଙ୍କର ଲୋକମାନେ ଅବୀଗଲ ସମ୍ମୁଖରେ ଉପସ୍ଥିତ ହେଲେ ଓ ସେ ସେମାନଙ୍କୁ ଭେଟିଲା।