1 Samuel 25:21 — Compare Translations

5 translations compared side by side

Odia - 1840
"ଦାଉଦ ଅବୀଗଲଙ୍କକ୍ସ୍ଟ ଦେଖିବା ପୂର୍ବରକ୍ସ୍ଟ କହକ୍ସ୍ଟଥିଲେ, ମୁ ନାବଲ୍ର ସଐତ୍ତିକକ୍ସ୍ଟ ମରକ୍ସ୍ଟଭୂମିରେ ଜଗିଲି। ମୁ ଭାବକ୍ସ୍ଟଥିଲି ଏହାର ଗୋଟିଏ ହେଲ ମଷେ ନ ହଜକ୍ସ୍ଟ। ମୁ ଏହା କରୁଥିଲି ମାରେ କିଛି ସ୍ବାର୍ଥ ନ ଥିଲା। କିନ୍ତୁ ତା'ର ସବୁ ମଙ୍ଗଳ ପାଇଁ କରୁଥିଲି। କିନ୍ତୁ ସେ ମାେ ପ୍ରତି ଖରାପ ବ୍ଯବହାର ଦଖାଇେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବରେ ଦାଉଦ କହିଥିଲେ, ମୁଁ ଏଇଟାର ପ୍ରାନ୍ତରରେ ଥିବା ଦ୍ରବ୍ୟସବୁ ଖାଲି ମିଛରେ ଜଗିଲି, ଏହାର ସବୁ ଦ୍ରବ୍ୟରୁ କିଛି ହରଣ ହୋଇ ନାହିଁ; ମାତ୍ର ସେ ଭଲ ପାଲଟେ ମୋର ମନ୍ଦ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଅବୀଗଲଙ୍କୁ ଦେଖିବା ପୂର୍ବରୁ କହୁଥିଲେ, “ମୁଁ ନାବଲର ସମ୍ପତ୍ତିକୁ ମରୁଭୂମିରେ ଜଗିଲି। ମୁଁ ଭାବୁଥିଲି ଏହାର ଗୋଟିଏ ହେଲେ ମେଷ ନ ହଜୁ। ମୁଁ ଏହା କରୁଥିଲି ମୋର କିଛି ସ୍ୱାର୍ଥ ନ ଥିଲା। କିନ୍ତୁ ତା’ର ସବୁ ମଙ୍ଗଳ ପାଇଁ କରୁଥିଲି। କିନ୍ତୁ ସେ ମୋ’ ପ୍ରତି ଖରାପ ବ୍ୟବହାର ଦେଖାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବରେ ଦାଉଦ କହିଥିଲେ, “ମୁଁ ଏଇଟାର ପ୍ରାନ୍ତରରେ ଥିବା ଦ୍ରବ୍ୟସବୁ ଖାଲି ମିଛରେ ଜଗିଲି, ଏହାର ସବୁ ଦ୍ରବ୍ୟରୁ କିଛି ହରଣ ହୋଇ ନାହିଁ; ମାତ୍ର ସେ ଭଲ ପାଲଟେ ମୋର ମନ୍ଦ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ପୂର୍ବରେ ଦାଉଦ କହିଥିଲେ, ମୁଁ ଏଇଟାର ପ୍ରାନ୍ତରରେ ଥିବା ଦ୍ରବ୍ୟସବୁ ଖାଲି ମିଛରେ ଜଗିଲି, ଏହାର ସବୁ ଦ୍ରବ୍ୟରୁ କିଛି ହରଣ ହୋଇ ନାହିଁ; ମାତ୍ର ସେ ଭଲ ପାଲଟେ ମୋର ମନ୍ଦ କରିଅଛି।