1 Samuel 25:22 — Compare Translations
5 translations compared side by side
Odia - 1840
"ଯଦି ତାପରଦିନ ସକାଳ ପର୍ୟ୍ଯନ୍ତ ନାବଲ ପରିବାରର ଗୋଟିଏ ବି ଲୋକକୁ ମୁ ବଞ୍ଚିବାକକ୍ସ୍ଟ ଦିଏ, ତା ହେଲେ ପରମେଶ୍ବର ମାେତେ ଦଣ୍ତ ଦିଅନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ସଦାପ୍ରଭୁ ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତା’ ପରଦିନ ସକାଳ ପର୍ଯ୍ୟନ୍ତ ନାବଲ ପରିବାରର ଗୋଟିଏ ବି ଲୋକକୁ ମୁଁ ବଞ୍ଚିବାକୁ ଦିଏ, ତାହାହେଲେ ପରମେଶ୍ୱର ମୋତେ ଦଣ୍ତ ଦିଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ପରମେଶ୍ୱର ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ପରମେଶ୍ୱର ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।