1 Samuel 25:23 — Compare Translations
5 translations compared side by side
Odia - 1840
"ଠିକ୍ ସହେି ସମୟରେ ଅବୀଗଲ୍ ପହଞ୍ଚିଗଲା, ଯେତବେେଳେ ଅବୀଗଲ ଦାଉଦଙ୍କକ୍ସ୍ଟ ଦେଖିଲା, ସେ ସଙ୍ଗେ ସଙ୍ଗେ ଗଧ ପିଠିରକ୍ସ୍ଟ ଓହ୍ଲାଇ ପଡି ନତମସ୍ତକ ହାଇେ ଦାଉଦ ସମ୍ମକ୍ସ୍ଟଖ ରେ ସମ୍ମାନ ଜଣାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଅବୀଗଲ ଦାଉଦଙ୍କୁ ଦେଖନ୍ତେ, ଶୀଘ୍ର ଗର୍ଦ୍ଦଭରୁ ଓହ୍ଲାଇ ଦାଉଦଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ଭୂମିଷ୍ଠ ପ୍ରଣାମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସେହି ସମୟରେ ଅବୀଗଲ ପହଞ୍ଚିଗଲା, ଯେତେବେଳେ ଅବୀଗଲ ଦାଉଦଙ୍କୁ ଦେଖିଲା, ସେ ସଙ୍ଗେ ସଙ୍ଗେ ଗଧ ପିଠିରୁ ଓହ୍ଲାଇ ପଡ଼ି ନତମସ୍ତକ ହୋଇ ଦାଉଦ ସମ୍ମୁଖରେ ସମ୍ମାନ ଜଣାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଅବୀଗଲ ଦାଉଦଙ୍କୁ ଦେଖନ୍ତେ, ଶୀଘ୍ର ଗର୍ଦ୍ଦଭରୁ ଓହ୍ଲାଇ ଦାଉଦଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ଭୂମିଷ୍ଠ ପ୍ରଣାମ କଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଅବୀଗଲ ଦାଉଦଙ୍କୁ ଦେଖନ୍ତେ, ଶୀଘ୍ର ଗର୍ଦ୍ଦଭରୁ ଓହ୍ଲାଇ ଦାଉଦଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ଭୂମିଷ୍ଠ ପ୍ରଣାମ କଲା।