1 Samuel 25:24 — Compare Translations

5 translations compared side by side

Odia - 1840
"ଅବୀଗଲ ଦାଉଦଙ୍କ ଚରଣ ରେ ପଡି କହିଲା, ହେ ମାରେ ପ୍ରଭକ୍ସ୍ଟ, ମାରେ କଥା ଟିକେ ଶକ୍ସ୍ଟଣନ୍ତକ୍ସ୍ଟ। ଯାହାସବୁ ଘଟିଗଲା, ସେଥି ରେ ମାେତେ ଦୋଷ ଦିଅନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାଙ୍କ ଚରଣରେ ପଡ଼ି କହିଲା, ହେ ମୋହର ପ୍ରଭୋ, ମୋʼ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକି ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀଗଲ ଦାଉଦଙ୍କ ଚରଣରେ ପଡ଼ି କହିଲା, “ହେ ମୋର ପ୍ରଭୁ, ମୋର କଥା ଟିକେ ଶୁଣନ୍ତୁ। ଯାହାସବୁ ଘଟିଗଲା, ସେଥିରେ ମୋତେ ଦୋଷ ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାଙ୍କ ଚରଣରେ ପଡ଼ି କହିଲା, “ହେ ମୋହର ପ୍ରଭୋ, ମୋʼ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକୁ ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାଙ୍କ ଚରଣରେ ପଡ଼ି କହିଲା, ହେ ମୋହର ପ୍ରଭୁ, ମୋ’ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକି ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ।