1 Samuel 25:26 — Compare Translations
5 translations compared side by side
Odia - 1840
"ହେ ମାରେ ପ୍ରଭକ୍ସ୍ଟ, ସଦାପ୍ରଭୁ ତ ଆପଣଙ୍କକ୍ସ୍ଟ ନିରୀହ ଲୋକମାନଙ୍କର ରକ୍ତପାତ ବାରଣ କଲେ। ତେଣୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭେ ଜୀବିତ ଥିବା ୟାଏଁ ତୁମ୍ଭର ଶତୃମାନେ ଯେଉଁମାନେ ତୁମ୍ଭର କ୍ଷତି କରିବାପାଇଁ ଗ୍ଭହାନ୍ତି, ସମାନେେ ନାବଲ୍ ପରି ହକ୍ସ୍ଟଅନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପ୍ରଭୋ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ଵେଷଣକାରୀମାନେ ନାବଲ ପରି ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରଭୁ, ସଦାପ୍ରଭୁ ତ ଆପଣଙ୍କୁ ନିରୀହ ଲୋକମାନଙ୍କର ରକ୍ତପାତ ବାରଣ କଲେ। ତେଣୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭେ ଜୀବିତ ଥିବା ଯାଏ ତୁମ୍ଭର ଶତ୍ରୁମାନେ ଯେଉଁମାନେ ତୁମ୍ଭର କ୍ଷତି କରିବା ପାଇଁ ଗ୍ଭହାନ୍ତି, ସେମାନେ ନାବଲ ପରି ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପ୍ରଭୋ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପ୍ରଭୁ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ।