1 Samuel 25:27 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ମୁ ଆଣିଥିବା ଭଟେି, ଦୟାକରି ଆପଣଙ୍କର ଲୋକମାନଙ୍କୁ ଦିଅନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆପଣଙ୍କ ଦାସୀ ମୋର ପ୍ରଭୁଙ୍କ ନିକଟକୁ ଯେଉଁ ଭେଟୀ ଆଣିଅଛି, ତାହା ମୋର ପ୍ରଭୁଙ୍କ ଅନୁଗାମୀ ଯୁବାମାନଙ୍କୁ ଦିଆଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ମୁଁ ଆଣିଥିବା ଭେଟି, ଦୟାକରି ତୁମ୍ଭର ଲୋକମାନଙ୍କୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆପଣଙ୍କ ଦାସୀ ମୋର ପ୍ରଭୁଙ୍କ ନିକଟକୁ ଯେଉଁ ଭେଟି ଆଣିଅଛି, ତାହା ମୋର ପ୍ରଭୁଙ୍କ ଅନୁଗାମୀ ଯୁବାମାନଙ୍କୁ ଦିଆଯାଉ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆପଣଙ୍କ ଦାସୀ ମୋର ପ୍ରଭୁଙ୍କ ନିକଟକୁ ଯେଉଁ ଭେଟୀ ଆଣିଅଛି, ତାହା ମୋର ପ୍ରଭୁଙ୍କ ଅନୁଗାମୀ ଯୁବାମାନଙ୍କୁ ଦିଆଯାଉ।