1 Samuel 25:28 — Compare Translations
5 translations compared side by side
Odia - 1840
"ଦୟାକରି ମାେତେ ମାରେ କରିଥିବା ଦୋଷ ପାଇଁ କ୍ଷମା କରନ୍ତକ୍ସ୍ଟ। ମୁ ଜାଣେ ସଦାପ୍ରଭୁ ତକ୍ସ୍ଟମ୍ଭ ପରିବାରକକ୍ସ୍ଟ ଶକ୍ତିଶାଳୀ କରିବେ। ସଦାପ୍ରଭୁ ଏପରି କରିଛନ୍ତି, କାରଣ ତୁମ୍ଭମାନେେ ତାଙ୍କର ପ୍ରତିରୋଧ ରେ ୟକ୍ସ୍ଟଦ୍ଧ କରିଅଛ, ତୁମ୍ଭେ ବଞ୍ଚିଥିବା ପର୍ୟ୍ଯନ୍ତ କୌଣସି ଲୋକ ତୁମ୍ଭର ଦୋଷ ବାଛି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନୟ କରୁଅଛି, ଆପଣଙ୍କ ଦାସୀର ଅପରାଧ କ୍ଷମା କରନ୍ତୁ; ମୋର ପ୍ରଭୁ ସଦାପ୍ରଭୁଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି, ଏଥିପାଇଁ ସଦାପ୍ରଭୁ ମୋର ପ୍ରଭୁଙ୍କ ଗୃହ ନିଶ୍ଚୟ ସୁସ୍ଥିର କରିବେ ଓ ଯାବଜ୍ଜୀବନ ଆପଣଙ୍କଠାରେ ମନ୍ଦତା ଦେଖା ନ ଯିବ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଦୟାକରି ମୋତେ ମୋର କରିଥିବା ଦୋଷ ପାଇଁ କ୍ଷମା କର। ମୁଁ ଜାଣେ ସଦାପ୍ରଭୁ ତୁମ୍ଭ ପରିବାରକୁ ଶକ୍ତିଶାଳୀ କରିବେ। ସଦାପ୍ରଭୁ ଏପରି କରିଛନ୍ତି, କାରଣ ତୁମ୍ଭେମାନେ ତାଙ୍କର ପ୍ରତିରୋଧରେ ଯୁଦ୍ଧ କରିଅଛ, ତୁମ୍ଭେ ବଞ୍ଚିଥିବା ପର୍ଯ୍ୟନ୍ତ କୌଣସି ଲୋକ ତୁମ୍ଭର ଦୋଷ ବାଛି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନୟ କରୁଅଛି, ଆପଣଙ୍କ ଦାସୀର ଅପରାଧ କ୍ଷମା କରନ୍ତୁ; ମୋର ପ୍ରଭୁ ସଦାପ୍ରଭୁଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି, ଏଥିପାଇଁ ସଦାପ୍ରଭୁ ମୋର ପ୍ରଭୁଙ୍କ ଗୃହ ନିଶ୍ଚୟ ସୁସ୍ଥିର କରିବେ ଓ ଯାବଜ୍ଜୀବନ ଆପଣଙ୍କଠାରେ ମନ୍ଦତା ଦେଖା ନ ଯିବ।
Odia IRV 2017 (ଓଡିଆ ବାଇବେଲ)
ବିନୟ କରୁଅଛି, ଆପଣଙ୍କ ଦାସୀର ଅପରାଧ କ୍ଷମା କରନ୍ତୁ; ମୋର ପ୍ରଭୁ ସଦାପ୍ରଭୁଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି, ଏଥିପାଇଁ ସଦାପ୍ରଭୁ ମୋର ପ୍ରଭୁଙ୍କ ଗୃହ ନିଶ୍ଚୟ ସୁସ୍ଥିର କରିବେ ଓ ଯାବଜ୍ଜୀବନ ଆପଣଙ୍କଠାରେ ମନ୍ଦତା ଦେଖା ନ ଯିବ।