1 Samuel 25:29 — Compare Translations
5 translations compared side by side
Odia - 1840
"ଯଦି ଜଣେ ବ୍ଯକ୍ତି ତୁମ୍ଭକୁ ତାଡନା କରିବାକୁ ଓ ତୁମ୍ଭକୁ ହତ୍ଯା କରିବାକୁ ଗ୍ଭ ହେଁ, ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭର ଜୀବନ ରକ୍ଷା କରିବେ। କିନ୍ତୁ ସେ ତୁମ୍ଭର ଶତୃମାନଙ୍କ ପ୍ରାଣକକ୍ସ୍ଟ ଛାଟିଣି ଖୋଲରକ୍ସ୍ଟ ପଥର ଫିଙ୍ଗି ଦଲୋପରି ଫିଙ୍ଗି ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମନୁଷ୍ୟ ଆପଣଙ୍କୁ ତାଡ଼ନା କରିବାକୁ ଓ ଆପଣଙ୍କ ପ୍ରାଣ ନେବାକୁ ଉଠିଲେ ହେଁ ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ନିକଟରେ ମୋର ପ୍ରଭୁଙ୍କ ପ୍ରାଣ ଜୀବନରୂପ ଗଣ୍ଠିରୀରେ ଗଣ୍ଠି ପଡ଼ି ରହିବ; ମାତ୍ର ସେ ଆପଣଙ୍କ ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀଖୋଲରୁ ଫିଙ୍ଗିଦେଲା ପରି ଫିଙ୍ଗି ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ବ୍ୟକ୍ତି ତୁମ୍ଭକୁ ତାଡ଼ନା କରିବାକୁ ଓ ତୁମ୍ଭକୁ ହତ୍ୟା କରିବାକୁ ଗ୍ଭହେଁ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ଜୀବନ ରକ୍ଷା କରିବେ। କିନ୍ତୁ ସେ ତୁମ୍ଭର ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀ ଖୋଲରୁ ପଥର ଫିଙ୍ଗି ଦେଲାପରି ଫିଙ୍ଗି ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମନୁଷ୍ୟ ଆପଣଙ୍କୁ ତାଡ଼ନା କରିବାକୁ ଓ ଆପଣଙ୍କ ପ୍ରାଣ ନେବାକୁ ଉଠିଲେ ହେଁ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ମୋର ପ୍ରଭୁଙ୍କ ପ୍ରାଣ ଜୀବନରୂପ ଗଣ୍ଠିଲୀରେ ଗଣ୍ଠି ପଡ଼ି ରହିବ; ମାତ୍ର ସେ ଆପଣଙ୍କ ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀଖୋଲରୁ ଫିଙ୍ଗିଦେଲା ପରି ଫିଙ୍ଗି ଦେବେ।
Odia IRV 2017 (ଓଡିଆ ବାଇବେଲ)