1 Samuel 25:3 — Compare Translations
5 translations compared side by side
Odia - 1840
"ସେ ଲୋକ ଜଣକର ନାମ ନାବଲ ଥିଲା ଏବଂ ତାଙ୍କ ସ୍ତ୍ରୀର ନାମ ଅବୀଗଲ ଥିଲା, ସେ ଭାରି ସକ୍ସ୍ଟନ୍ଦରୀ ଓ ବକ୍ସ୍ଟଦ୍ଧିମତୀ ମଧ୍ଯ ଥିଲେ। କିନ୍ତୁ ନାବଲ୍ ଭାରି ନିର୍ଦ୍ଦଯ ଓ ପାପିଷ୍ଠ ଥିଲେ। ସେ କାଲବେ ପରିବାରର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ୍ ବଂଶଜ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକ ଜଣକର ନାମ ନାବଲ ଥିଲା ଏବଂ ତାଙ୍କ ସ୍ତ୍ରୀର ନାମ ଅବୀଗଲ ଥିଲା, ସେ ଭାରି ସୁନ୍ଦରୀ ଓ ବୁଦ୍ଧିମତୀ ମଧ୍ୟ ଥିଲା। କିନ୍ତୁ ନାବଲ ଭାରି ନିର୍ଦ୍ଦୟ ଓ ପାପିଷ୍ଠ ଥିଲା। ସେ କାଲେବ ପରିବାରର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।