1 Samuel 25:30 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିବା ପାଇଁ ପ୍ରତୀଜ୍ଞା କରିଛନ୍ତି ଏବଂ ସେ ତାଙ୍କର ପ୍ରତୀଜ୍ଞା ରକ୍ଷା କରିବେ। ସେ ତୁମ୍ଭକୁ ଇଶ୍ରାୟେଲର ଶାସକ ରୂପେ ନିୟକ୍ସ୍ଟକ୍ତ କରିବେ। ତାହା ଯେତବେେଳେ ସେ ମାରେ ପ୍ରଭକ୍ସ୍ଟ ପ୍ରତି ସଫଳ କରି ଆପଣଙ୍କକ୍ସ୍ଟ ଇଶ୍ରାୟେଲର ଅଗ୍ରଣୀ ରୂପେ ନିୟକ୍ସ୍ଟକ୍ତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣଙ୍କ ବିଷୟରେ ଯେସମସ୍ତ ମଙ୍ଗଳ କଥା କହିଅଛନ୍ତି, ତାହା ଯେତେବେଳେ ସେ ମୋର ପ୍ରଭୁଙ୍କ ପ୍ରତି ସଫଳ କରି ଆପଣଙ୍କୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିବା ପାଇଁ ପ୍ରତିଜ୍ଞା କରିଛନ୍ତି ଏବଂ ସେ ତାଙ୍କର ପ୍ରତିଜ୍ଞା ରକ୍ଷା କରିବେ। ସେ ତୁମ୍ଭକୁ ଇସ୍ରାଏଲର ଶାସକ ରୂପେ ନିଯୁକ୍ତ କରିବେ। ଯେତେବେଳେ ସେ ମୋର ପ୍ରଭୁ ପ୍ରତି ସଫଳ କରି ତୁମ୍ଭକୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣଙ୍କ ବିଷୟରେ ଯେସମସ୍ତ ମଙ୍ଗଳ କଥା କହିଅଛନ୍ତି, ତାହା ଯେତେବେଳେ ସେ ମୋର ପ୍ରଭୁଙ୍କ ପ୍ରତି ସଫଳ କରି ଆପଣଙ୍କୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ,
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣଙ୍କ ବିଷୟରେ ଯେସମସ୍ତ ମଙ୍ଗଳ କଥା କହିଅଛନ୍ତି, ତାହା ଯେତେବେଳେ ସେ ମୋର ପ୍ରଭୁଙ୍କ ପ୍ରତି ସଫଳ କରି ଆପଣଙ୍କୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ,