1 Samuel 25:31 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିରୀହମାନଙ୍କର ରକ୍ତପାତ ଦୋଷ ରେ ଦୋଷୀ ହବେ ନାହିଁ। ଯେତବେେଳେ ସଦାପ୍ରଭୁ ତୁମ୍ଭର ମଙ୍ଗଳ କରୁଛନ୍ତି, ତୁମ୍ଭେ ତୁମ୍ଭର ଏହି ସବେକଙ୍କକ୍ସ୍ଟ ମନରେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଆପଣ ଅକାରଣରେ ରକ୍ତପାତ କଲେ, କିଅବା ମୋର ପ୍ରଭୁ ନିଜେ ଆତ୍ମ-ପ୍ରତିକାର କଲେ ବୋଲି ଆପଣଙ୍କର ବିଘ୍ନ କି ହୃଦୟର ବ୍ୟସ୍ତତା ଜନ୍ମିବ ନାହିଁ; ମାତ୍ର ସଦାପ୍ରଭୁ ମୋର ପ୍ରଭୁଙ୍କ ମଙ୍ଗଳ କରିବା ବେଳେ ଆପଣଙ୍କର ଏହି ଦାସୀକି ସ୍ମରଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିରୀହମାନଙ୍କର ରକ୍ତପାତ ଦୋଷରେ ଦୋଷୀ ହେବ ନାହିଁ। ଯେତେବେଳେ ସଦାପ୍ରଭୁ ତୁମ୍ଭର ମଙ୍ଗଳ କରୁଛନ୍ତି, ତୁମ୍ଭେ ତୁମ୍ଭର ଏହି ଦାସୀକୁ ମନେରଖ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଆପଣ ଅକାରଣରେ ରକ୍ତପାତ କଲେ, କିଅବା ମୋର ପ୍ରଭୁ ନିଜେ ଆତ୍ମ-ପ୍ରତିକାର କଲେ ବୋଲି ଆପଣଙ୍କର ବିଘ୍ନ କି ହୃଦୟର ବ୍ୟସ୍ତତା ଜନ୍ମିବ ନାହିଁ; ମାତ୍ର ସଦାପ୍ରଭୁ ମୋର ପ୍ରଭୁଙ୍କ ମଙ୍ଗଳ କରିବା ବେଳେ ଆପଣଙ୍କର ଏହି ଦାସୀକୁ ସ୍ମରଣ କରିବେ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଆପଣ ଅକାରଣରେ ରକ୍ତପାତ କଲେ, କିଅବା ମୋର ପ୍ରଭୁ ନିଜେ ଆତ୍ମ-ପ୍ରତିକାର କଲେ ବୋଲି ଆପଣଙ୍କର ବିଘ୍ନ କି ହୃଦୟର ବ୍ୟସ୍ତତା ଜନ୍ମିବ ନାହିଁ; ମାତ୍ର ସଦାପ୍ରଭୁ ମୋର ପ୍ରଭୁଙ୍କ ମଙ୍ଗଳ କରିବା ବେଳେ ଆପଣଙ୍କର ଏହି ଦାସୀକି ସ୍ମରଣ କରିବେ।