1 Samuel 25:32 — Compare Translations
5 translations compared side by side
Odia - 1840
"ଦାଉଦ ଅବୀଗଲକକ୍ସ୍ଟ କହିଲେ, ଆଜି ଯେ ମାେ ସଙ୍ଗ ରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସହେି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଧନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ଅବୀଗଲକୁ କହିଲେ, ଆଜି ଯେ ମୋʼ ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଧନ୍ୟ ହେଉନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଅବୀଗଲକୁ କହିଲେ, “ଆଜି ଯେ ମୋ’ ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ଅବୀଗଲକୁ କହିଲେ, “ଆଜି ଯେ ମୋʼ ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ଅବୀଗଲକୁ କହିଲେ, ଆଜି ଯେ ମୋ’ ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ;