1 Samuel 25:33 — Compare Translations
5 translations compared side by side
Odia - 1840
"ତୁମ୍ଭର ସକ୍ସ୍ଟବିଗ୍ଭର ଧନ୍ଯ ହେଉ ଓ ଆଜି ମାେତେ ନିରୀହମାନଙ୍କର ରକ୍ତପାତ କରିବାରକ୍ସ୍ଟ ମନା ହେଲା। ଏଥିପାଇଁ ତୁମ୍ଭର ମଙ୍ଗଳ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭର ସୁବିଚାର ଧନ୍ୟ ହେଉ ଓ ଆଜି ମୋତେ ରକ୍ତପାତ ଦୋଷରୁ ଓ ମୋର ନିଜ ହସ୍ତରେ ଆତ୍ମ-ପ୍ରତିକାରରୁ ନିବୃତ୍ତ କଲ ଯେ ତୁମ୍ଭେ, ତୁମ୍ଭେ ଧନ୍ୟ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସୁବିଗ୍ଭର ଧନ୍ୟ ହେଉ ଓ ଆଜି ମୋତେ ନିରୀହମାନଙ୍କର ରକ୍ତପାତ କରିବାରୁ ମନା ହେଲା। ଏଥିପାଇଁ ତୁମ୍ଭର ମଙ୍ଗଳ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭର ସୁବିଚାର ଧନ୍ୟ ହେଉ ଓ ଆଜି ମୋତେ ରକ୍ତପାତ ଦୋଷରୁ ଓ ମୋର ନିଜ ହସ୍ତରେ ଆତ୍ମ-ପ୍ରତିକାରରୁ ନିବୃତ୍ତ କଲ ଯେ ତୁମ୍ଭେ, ତୁମ୍ଭେ ଧନ୍ୟା ହୁଅ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭର ସୁବିଚାର ଧନ୍ୟ ହେଉ ଓ ଆଜି ମୋତେ ରକ୍ତପାତ ଦୋଷରୁ ଓ ମୋର ନିଜ ହସ୍ତରେ ଆତ୍ମ-ପ୍ରତିକାରରୁ ନିବୃତ୍ତ କଲ ଯେ ତୁମ୍ଭେ, ତୁମ୍ଭେ ଧନ୍ୟା ହୁଅ।