1 Samuel 25:34 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ ତୁମ୍ଭକୁ ଆଘାତ କରିବାରକ୍ସ୍ଟ ବାରଣ କଲେ। ନିଶ୍ଚିତ ଭାବରେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଯେ ପର୍ୟ୍ଯନ୍ତ ଅଛନ୍ତି, ଯଦି ତୁମ୍ଭେ ମାେତେ ସାକ୍ଷାତ କରିବା ପାଇଁ ଶିଘ୍ର ଆସି ନଥାନ୍ତ, ପ୍ରତକ୍ସ୍ଟ୍ଯଷ ବଳକେକ୍ସ୍ଟ ନାବଲ ପରିବାର କହେି ଜଣେ ପୁରୁଷ ଜୀବିତ ରହି ନଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାʼନ୍ତା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ ତୁମ୍ଭକୁ ଆଘାତ କରିବାରୁ ବାରଣ କଲେ। ନିଶ୍ଚିତ ଭାବରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେପର୍ଯ୍ୟନ୍ତ ଅଛନ୍ତି, ଯଦି ତୁମ୍ଭେ ମୋତେ ସାକ୍ଷାତ କରିବା ପାଇଁ ଶୀଘ୍ର ଆସି ନ ଥା’ନ୍ତ, ପ୍ରତ୍ୟୁଷ ବେଳକୁ ନାବଲ ପରିବାର କେହି ଜଣେ ପୁରୁଷ ଜୀବିତ ରହି ନ ଥା’ନ୍ତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାଆନ୍ତା।”
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାଆନ୍ତା।