1 Samuel 25:35 — Compare Translations

5 translations compared side by side

Odia - 1840
"ତହକ୍ସ୍ଟଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରକ୍ସ୍ଟ ତାହା ଗ୍ରହଣ କଲେ ଓ ତାକକ୍ସ୍ଟ କହିଲେ, ଭଲ ରେ ତୁମ୍ଭେ ଘରକକ୍ସ୍ଟ ୟାଅ, ଦେଖ, ମୁ ତକ୍ସ୍ଟମ୍ଭ କଥା ଶକ୍ସ୍ଟଣିଲି ଓ ତୁମ୍ଭକୁ ଗ୍ରହଣ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାହାକୁ କହିଲେ, କୁଶଳରେ ଆପଣା ଗୃହକୁ ଯାଅ; ଦେଖ, ମୁଁ ତୁମ୍ଭ ରବ ଶୁଣିଲି ଓ ତୁମ୍ଭକୁ ଗ୍ରାହ୍ୟ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାକୁ କହିଲେ, “ଭଲରେ ତୁମ୍ଭେ ଘରକୁ ଯାଅ, ଦେଖ, ମୁଁ ତୁମ୍ଭ କଥା ଶୁଣିଲି ଓ ତୁମ୍ଭକୁ ଗ୍ରହଣ କଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାହାକୁ କହିଲେ, “କୁଶଳରେ ଆପଣା ଗୃହକୁ ଯାଅ; ଦେଖ, ମୁଁ ତୁମ୍ଭ ରବ ଶୁଣିଲି ଓ ତୁମ୍ଭକୁ ଗ୍ରାହ୍ୟ କଲି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାହାକୁ କହିଲେ, କୁଶଳରେ ଆପଣା ଗୃହକୁ ଯାଅ; ଦେଖ, ମୁଁ ତୁମ୍ଭ ରବ ଶୁଣିଲି ଓ ତୁମ୍ଭକୁ ଗ୍ରାହ୍ୟ କଲି।