1 Samuel 25:36 — Compare Translations

5 translations compared side by side

Odia - 1840
"ଯେତବେେଳେ ଅବୀଗଲ ନାବଲ ନିକଟକକ୍ସ୍ଟ ଆସିଲା। ସେତବେେଳେ ସେ ଦେଖିଲା ସେ ନିଜ ଘ ରେ ରାଜ ଭୋଜନ ପରି ଭୋଜନ କରୁଥିଲା, ନାବଲ୍ ଅତିଶଯ ମଦ୍ଯପାନ କରିଥିଲା ଓ ତା'ର ମନ ଅତ୍ଯନ୍ତ ଖକ୍ସ୍ଟସିଥିଲା। ଏହି ହତେକ୍ସ୍ଟ ସେ ସକାଳ ପର୍ୟ୍ଯନ୍ତ କୌଣସି କଥା ଜଣାଇଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲାନ୍ତଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ନାବଲର ମୃତ୍ୟୁ ଯେତେବେଳେ ଅବୀଗଲ ନାବଲ ନିକଟକୁ ଆସିଲା। ସେତେବେଳେ ସେ ଦେଖିଲା ସେ ନିଜ ଘରେ ରାଜ ଭୋଜନ ପରି ଭୋଜନ କରୁଥିଲା, ନାବଲ ଅତିଶୟ ମଦ୍ୟପାନ କରିଥିଲା ଓ ତା’ର ମନ ଅତ୍ୟନ୍ତ ଖୁସୀ ଥିଲା। ଏହି ହେତୁ ସେ ସକାଳ ପର୍ଯ୍ୟନ୍ତ କୌଣସି କଥା ଜଣାଇଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)