1 Samuel 25:37 — Compare Translations
5 translations compared side by side
Odia - 1840
"ତା'ପରଦିନ ସକାଳେ ତା'ର ନିଶା କମିଲାପରେ ତା'ର ସ୍ତ୍ରୀ ତାକକ୍ସ୍ଟ ସବୁକଥା ଜଣାଇଲା, ଏଥି ରେ ତା'ର ହୃଦଯ ବନ୍ଦ ହାଇଗେଲା ତାହା ଅନ୍ତର ରେ ମରିଗଲା। ତା'ର ହୃତ୍କ୍ରିଯା ବନ୍ଦ ହାଇଗେଲା ଓ ସେ ପଥର ପରି ପଡି ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହିସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ସକାଳେ ତା’ର ନିଶା କମିଲା ପରେ ତା’ର ସ୍ତ୍ରୀ ତାକୁ ସବୁକଥା ଜଣାଇଲା, ଏଥିରେ ତା’ର ହୃଦୟ ବନ୍ଦ ହୋଇଗଲା ତାହା ଅନ୍ତରରେ ମରିଗଲା। ତା’ର ହୃତ୍କ୍ରିୟା ବନ୍ଦ ହୋଇଗଲା ଓ ସେ ପଥର ପରି ପଡ଼ି ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହି ସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହିସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।