1 Samuel 25:39 — Compare Translations
5 translations compared side by side
Odia - 1840
"ଦାଉଦ ଶୁଣିଲେ ଯେ ନାବଲ ମୃତକ୍ସ୍ଟ୍ଯବରଣ କରିଛି। ଦାଉଦ କହିଲେ, ସଦାପ୍ରଭୁଙ୍କ ପ୍ରଶଂସା କର। ନାବଲ ମାେ ବିଷଯ ରେ ଖରାପ କଥା କହିଥିଲା କିନ୍ତୁ ସଦାପ୍ରଭୁ ମାେତେ ସାହାୟ୍ଯ କଲେ। ସଦାପ୍ରଭୁ ମାେତେ ମନ୍ଦକାର୍ୟ୍ଯ କରିବାରକ୍ସ୍ଟ କ୍ଷାନ୍ତ କଲେ। ସଦାପ୍ରଭୁ ତା'ର ମୃତକ୍ସ୍ଟ୍ଯର କାରଣ ହେଲ, କାରଣ ସେ କକ୍ସ୍ଟକର୍ମ କରିଥିଲା। ତା'ପରେ ଦାଉଦ ଅବୀଗଲକକ୍ସ୍ଟ ଏକ ବାର୍ତ୍ତା ପଠାଇଲେ। ଦାଉଦଙ୍କର ସ୍ତ୍ରୀ ହବୋପାଇଁ ତାଙ୍କୁ ପଚାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି । ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଶୁଣିଲେ ଯେ ନାବଲ ମୃତ୍ୟୁବରଣ କରିଛି। ଦାଉଦ କହିଲେ, “ସଦାପ୍ରଭୁଙ୍କ ପ୍ରଶଂସା କର। ନାବଲ ମୋ’ ବିଷୟରେ ଖରାପ କଥା କହିଥିଲା କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ। ସଦାପ୍ରଭୁ ମୋତେ ମନ୍ଦକାର୍ଯ୍ୟ କରିବାରୁ କ୍ଷାନ୍ତ କଲେ। ସଦାପ୍ରଭୁ ତା’ର ମୃତ୍ୟୁର କାରଣ ହେଲେ, କାରଣ ସେ କୁକର୍ମ କରିଥିଲା।” ତା’ପରେ ଦାଉଦ ଅବୀଗଲକୁ ଏକ ବାର୍ତ୍ତା ପଠାଇଲେ। ଦାଉଦଙ୍କର ସ୍ତ୍ରୀ ହେବା ପାଇଁ ତାଙ୍କୁ ପଗ୍ଭରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି। ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।