1 Samuel 25:4 — Compare Translations

5 translations compared side by side

Odia - 1840
"ଦାଉଦ ମରକ୍ସ୍ଟଭୂମିରେ ଶୁଣିଲେ ଯେ ନାବଲ ତା'ର ଆପଣା ମେଣ୍ତାମାନଙ୍କର ଲୋମ କାଟକ୍ସ୍ଟଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ନାବଲ ଆପଣା ମେଷର ଲୋମଛେଦନ କରୁଅଛି ବୋଲି ଦାଉଦ ପ୍ରାନ୍ତରରେ ଶୁଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ମରୁଭୂମିରେ ଶୁଣିଲେ ଯେ ନାବଲ ଆପଣା ମେଣ୍ଢାମାନଙ୍କର ଲୋମ କାଟୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନାବଲ ଆପଣା ମେଷର ଲୋମ ଛେଦନ କରୁଅଛି ବୋଲି ଦାଉଦ ପ୍ରାନ୍ତରରେ ଶୁଣିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ନାବଲ ଆପଣା ମେଷର ଲୋମ ଛେଦନ କରୁଅଛି ବୋଲି ଦାଉଦ ପ୍ରାନ୍ତରରେ ଶୁଣିଲେ।