1 Samuel 25:40 — Compare Translations
5 translations compared side by side
Odia - 1840
"ଦାଉଦଙ୍କ ଦାସମାନେ କର୍ମିଲକକ୍ସ୍ଟ ଗଲେ ଏବଂ ଅବୀଗଲକକ୍ସ୍ଟ କହିଲେ, ଦାଉଦ ତୁମ୍ଭକୁ ନଇୟିବୋ ପାଇଁ ଏଠାକକ୍ସ୍ଟ ପଠାଇଛନ୍ତି। ଦାଉଦ ଗ୍ଭହାଁନ୍ତି, ତୁମ୍ଭକୁ ସ୍ତ୍ରୀରୂପେ ଗ୍ରହଣ କରିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦଙ୍କର ଦାସମାନେ କର୍ମିଲକୁ; ଅବୀଗଲ କତିକି ଆସି ତାହାକୁ କହିଲେ, ଦାଉଦ ତୁମ୍ଭକୁ ବିବାହ କରିବା ପାଇଁ ତାଙ୍କ ନିକଟକୁ ନେବାକୁ ଆମ୍ଭମାନଙ୍କୁ ତୁମ୍ଭ କତିକି ପଠାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ଦାସମାନେ କର୍ମିଲକୁ ଗଲେ ଏବଂ ଅବୀଗଲକୁ କହିଲେ, “ଦାଉଦ ତୁମ୍ଭକୁ ନେଇଯିବା ପାଇଁ ଏଠାକୁ ପଠାଇଛନ୍ତି। ଦାଉଦ ଗ୍ଭହାନ୍ତି, ତୁମ୍ଭକୁ ସ୍ତ୍ରୀରୂପେ ଗ୍ରହଣ କରିବା ପାଇଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦଙ୍କର ଦାସମାନେ କର୍ମିଲକୁ; ଅବୀଗଲ କତିକି ଆସି ତାହାକୁ କହିଲେ, “ଦାଉଦ ତୁମ୍ଭକୁ ବିବାହ କରିବା ପାଇଁ ତାଙ୍କ ନିକଟକୁ ନେବାକୁ ଆମ୍ଭମାନଙ୍କୁ ତୁମ୍ଭ କତିକି ପଠାଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦଙ୍କର ଦାସମାନେ କର୍ମିଲକୁ; ଅବୀଗଲ କତିକି ଆସି ତାହାକୁ କହିଲେ, ଦାଉଦ ତୁମ୍ଭକୁ ବିବାହ କରିବା ପାଇଁ ତାଙ୍କ ନିକଟକୁ ନେବାକୁ ଆମ୍ଭମାନଙ୍କୁ ତୁମ୍ଭ କତିକି ପଠାଇଅଛନ୍ତି।