1 Samuel 25:41 — Compare Translations
5 translations compared side by side
Odia - 1840
"ଅବୀଗଲ୍ ନତମସ୍ତକ ହାଇେ ଠିଆ ହେଲ, ସେ କହିଲେ, ମୁ ହେଉଛି ତୁମ୍ଭର ଦାସୀ, ମାରେ ପ୍ରଭକ୍ସ୍ଟଙ୍କ ଦାସମାନଙ୍କ ପାଦ ଧୋଇବା ପାଇଁ ଗ୍ଭ ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀଗଲ ନତମସ୍ତକ ହୋଇ ଠିଆ ହେଲେ, ସେ କହିଲେ, “ମୁଁ ହେଉଛି ତୁମ୍ଭର ଦାସୀ, ମୋର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ପାଇଁ ଗ୍ଭହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, “ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।