1 Samuel 25:42 — Compare Translations
5 translations compared side by side
Odia - 1840
"ଅବୀଗଲ୍ ଶିଘ୍ର ଗଧପିଠି ରେ ବସି ଦାଉଦଙ୍କର ବାର୍ତ୍ତାବହଙ୍କ ସହିତ ଆସିଲେ, ଅବୀଗଲ୍ ତାଙ୍କ ସହିତ ପାଞ୍ଚଜଣ ଅନକ୍ସ୍ଟଚରୀ ୟକ୍ସ୍ଟବତୀଙ୍କକ୍ସ୍ଟ ସଙ୍ଗ ରେ ଆଣିଲେ। ସେ ଦାଉଦଙ୍କର ସ୍ତ୍ରୀ ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଂଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍ଗମନ କରି ତାଙ୍କର ଭାର୍ଯ୍ୟା ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀଗଲ ଶୀଘ୍ର ଗଧପିଠିରେ ବସି ଦାଉଦଙ୍କର ବାର୍ତ୍ତାବହଙ୍କ ସହିତ ଆସିଲେ, ଅବୀଗଲ ତାଙ୍କ ସହିତ ପାଞ୍ଚ ଜଣ ଅନୁଚରୀ ଯୁବତୀଙ୍କୁ ସଙ୍ଗରେ ଆଣିଲେ। ସେ ଦାଉଦଙ୍କର ସ୍ତ୍ରୀ ହୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଙ୍ଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି, ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍ଗମନ କରି ତାଙ୍କର ଭାର୍ଯ୍ୟା ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଙ୍ଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି, ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍ଗମନ କରି ତାଙ୍କର ଭାର୍ଯ୍ୟା ହେଲା।