1 Samuel 25:43 — Compare Translations
5 translations compared side by side
Odia - 1840
"ଦାଉଦ ମଧ୍ଯ ୟିଷ୍ରିଯଲେୀଯା ଅହୀନୋଯମକକ୍ସ୍ଟ ବିବାହ କଲେ ତହିଁରେ ସେ ଦକ୍ସ୍ଟ ହେଁ ତା'ର ସ୍ତ୍ରୀ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଦାଉଦ ଯିଷ୍ରିୟେଲୀୟା ଅହୀନୋୟମକୁ ବିବାହ କଲେ; ତହିଁରେ ସେ ଦୁହେଁ ତାଙ୍କର ଭାର୍ଯ୍ୟା ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ମଧ୍ୟ ଯିଷ୍ରିୟେଲୀୟା ଅହୀନୋୟମକୁ ବିବାହ କଲେ ତହିଁରେ ସେ ଦୁହେଁ ତା’ର ସ୍ତ୍ରୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଦାଉଦ ଯିଷ୍ରିୟେଲୀୟା ଅହୀନୋୟମକୁ ବିବାହ କଲେ; ତହିଁରେ ସେ ଦୁହେଁ ତାଙ୍କର ଭାର୍ଯ୍ୟା ହେଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଦାଉଦ ଯିଷ୍ରିୟେଲୀୟା ଅହୀନୋୟମକୁ ବିବାହ କଲେ; ତହିଁରେ ସେ ଦୁହେଁ ତାଙ୍କର ଭାର୍ଯ୍ୟା ହେଲେ।