1 Samuel 25:44 — Compare Translations

5 translations compared side by side

Odia - 1840
"ଶାଉଲ ନିଜର କନ୍ଯା ମୀଖଲକକ୍ସ୍ଟ, ଦାଉଦଙ୍କର ସ୍ତ୍ରୀକକ୍ସ୍ଟ ଗଲିମ ନିବାସୀ ଲଯିସ ପକ୍ସ୍ଟତ୍ର ପଲ୍ଟିକି ନଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲିମ୍ ନିବାସୀ ଲୟିଶର ପୁତ୍ର ପଲ୍ଟିକି ଦେଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ନିଜର କନ୍ୟା ମୀଖଲକୁ, ଦାଉଦଙ୍କର ସ୍ତ୍ରୀକୁ ଗଲିମ୍ ନିବାସୀ ଲୟିସ ପୁତ୍ର ପ‌ଲ୍‌ଟିକି ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲ୍ଲୀମ ନିବାସୀ ଲୟିଶର ପୁତ୍ର ପଲ୍ଟିକୁ ଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲ୍ଲୀମ ନିବାସୀ ଲୟିଶର ପୁତ୍ର ପଲ୍‍ଟିକୁ ଦେଇଥିଲେ।