1 Samuel 25:5 — Compare Translations
5 translations compared side by side
Odia - 1840
"ଦାଉଦ 10 ଜଣ ୟକ୍ସ୍ଟବକଙ୍କକ୍ସ୍ଟ କହିଲେ ଶକ୍ସ୍ଟଣ, କର୍ମିଲକକ୍ସ୍ଟ ୟାଅ ଓ ନାବଲକକ୍ସ୍ଟ ମାରେ 'ନମସ୍କାର' ଜଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ 10ଜଣ ଯୁବକଙ୍କୁ କହିଲେ ଶୁଣ, “କର୍ମିଲକୁ ଯାଅ ଓ ନାବଲକୁ ମୋର ‘ନମସ୍କାର’ ଜଣାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, “ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ।