1 Samuel 25:7 — Compare Translations

5 translations compared side by side

Odia - 1840
"ମୁ ଶକ୍ସ୍ଟଣିଲି ତୁମ୍ଭର ମଷେପାଳକମାନେ ମଷେମାନଙ୍କର ଲୋମ କାଟକ୍ସ୍ଟଛନ୍ତି। କିଛି ସମୟ ପାଇଁ ତୁମ୍ଭର ମଷେପାଳକମାନେ ଆମ୍ଭ ସହିତ ଥିଲେ। ଆମ୍ଭମାନେେ ସମାନଙ୍କେର କୌଣସି କ୍ଷତି କରି ନାହକ୍ସ୍ଟଁ କି କର୍ମିଲ୍ ରେ ଥିବା ସମୟରେ ସମାନଙ୍କେର କିଛି ହଜି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଶୁଣିଲି ତୁମ୍ଭର ମେଷପାଳକମାନେ ମେଷମାନଙ୍କର ଲୋମ କାଟୁଛନ୍ତି। କିଛି ସମୟ ପାଇଁ ତୁମ୍ଭର ମେଷପାଳକମାନେ ଆମ୍ଭ ସହିତ ଥିଲେ। ଆମ୍ଭେମାନେ ସେମାନଙ୍କର କୌଣସି କ୍ଷତି କରି ନାହୁଁ କି କର୍ମିଲରେ ଥିବା ସମୟରେ ସେମାନଙ୍କର କିଛି ହଜି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ।