1 Samuel 25:8 — Compare Translations
5 translations compared side by side
Odia - 1840
"ତୁମ୍ଭର ଗ୍ଭକରମାନଙ୍କୁ ପଗ୍ଭର, ସମାନେେ ତୁମ୍ଭକୁ ସତ କହିବେ। ମାରେ ୟକ୍ସ୍ଟବକ ଲୋକମାନଙ୍କୁ ଦୟାକର। ଆମ୍ଭମାନେେ ଏହି ଖକ୍ସ୍ଟସି ସମୟରେ ତକ୍ସ୍ଟମ୍ଭ ପାଖକକ୍ସ୍ଟ ଆସିଛକ୍ସ୍ଟ। ବିନଯ କରୁଅଛକ୍ସ୍ଟ ତୁମ୍ଭେ ଯାହାପାର ଏମାନଙ୍କୁ ଦିଅ। ଦୟାକରି ତୁମ୍ଭେ ତୁମ୍ଭର ସାଙ୍ଗ ଦାଉଦ ପାଇଁ ଏହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ । ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଗ୍ଭକରମାନଙ୍କୁ ପଗ୍ଭର, ସେମାନେ ତୁମ୍ଭକୁ ସତ କହିବେ। ମୋର ଯୁବକ ଲୋକମାନଙ୍କୁ ଦୟାକର। ଆମ୍ଭେମାନେ ଏହି ଖୁସୀ ସମୟରେ ତୁମ୍ଭ ପାଖକୁ ଆସିଛୁ। ବିନୟ କରୁଅଛୁ ତୁମ୍ଭେ ଯାହାପାର ଏମାନଙ୍କୁ ଦିଅ। ଦୟାକରି ତୁମ୍ଭେ ତୁମ୍ଭର ସାଙ୍ଗ ଦାଉଦ ପାଇଁ ଏହା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ। ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ।’”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ। ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ।