1 Samuel 25:9 — Compare Translations

5 translations compared side by side

Odia - 1840
"ଦାଉଦ ଲୋକମାନେ ୟାଇ ଦାଉଦଙ୍କ ନାମ ରେ ନାବଲକକ୍ସ୍ଟ ଏହିସବୁ କଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦଙ୍କର ଯୁବାମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହି କ୍ଷା; ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଲୋକମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦଙ୍କର ଯୁବାମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହି କ୍ଷାନ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦଙ୍କର ଯୁବାମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହି କ୍ଷାନ୍ତ ହେଲେ।

Recommended Reading