1 Samuel 26:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ, ସଦାପ୍ରଭୁ ଶାଉଲଙ୍କକ୍ସ୍ଟ ଦଣ୍ତ ଦବେେ। ଶାଉଲ ସାଧାରଣ ମୃତକ୍ସ୍ଟ୍ଯବରଣ କରି ପାରନ୍ତି କିମ୍ବା ସେ ୟକ୍ସ୍ଟଦ୍ଧକକ୍ସ୍ଟ ୟାଇ ମରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଦାଉଦ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ, ସଦାପ୍ରଭୁ ଶାଉଲଙ୍କୁ ଦଣ୍ତ ଦେବେ। ଶାଉଲ ସାଧାରଣ ମୃତ୍ୟୁବରଣ କରି ପାରନ୍ତି କିମ୍ବା ସେ ଯୁଦ୍ଧକୁ ଯାଇ ମରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଦାଉଦ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଦାଉଦ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।