1 Samuel 26:11 — Compare Translations

5 translations compared side by side

Odia - 1840
"କିନ୍ତୁ ମୁ ପ୍ରାର୍ଥନା କରୁଛି, ସଦାପ୍ରଭୁ ମାେତେ ତାଙ୍କଦ୍ବାରା ବଛା ୟାଇଥିବା ରାଜାଙ୍କକ୍ସ୍ଟ ଆଘାତ କରିବାକୁ ନଦିଅନ୍ତକ୍ସ୍ଟ। କିନ୍ତୁ ତୁମ୍ଭେ ତାଙ୍କ ମସ୍ତକ ପାଖରକ୍ସ୍ଟ ବର୍ଚ୍ଛା ଓ ଜଳପାତ୍ର ନଇେଆସ, ତା'ପରେ ଆମ୍ଭମାନେେ ୟିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ଆମ୍ଭେମାନେ ଯିବା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ପ୍ରାର୍ଥନା କରୁଛି, ସଦାପ୍ରଭୁ ମୋତେ ତାଙ୍କଦ୍ୱାରା ବଛା ଯାଇଥିବା ରାଜାଙ୍କୁ ଆଘାତ କରିବାକୁ ନ ଦିଅନ୍ତୁ। କିନ୍ତୁ ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ତା’ପରେ ଆମ୍ଭେମାନେ ଯିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼ ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇଆସ, ଆମ୍ଭେମାନେ ଯିବା।”
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋ’ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ଆମ୍ଭେମାନେ ଯିବା।