1 Samuel 26:13 — Compare Translations
5 translations compared side by side
Odia - 1840
"ଦାଉଦ ପାହାଡ ଆରପାଖକକ୍ସ୍ଟ ୟାଇ ଦୂର ରେ ପର୍ବତ ଶିଖର ରେ ଠିଆ ହେଲ, ସମାନଙ୍କେ ମଧିଅରେ ବହକ୍ସ୍ଟତ ସ୍ଥାନ ଦୂରଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତ-ଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପୁଣି ଥରେ ଶାଉଲଙ୍କୁ ଲଜ୍ଜିତ କଲେ ଦାଉଦ ପାହାଡ଼ ଆର ପାଖକୁ ଯାଇ ଦୂରରେ ପର୍ବତ ଶିଖରରେ ଠିଆ ହେଲେ, ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଦୂର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତ ଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।