1 Samuel 26:16 — Compare Translations

5 translations compared side by side

Odia - 1840
"ତୁମ୍ଭେ ଏହି ଯେଉଁ କଥା କଲ, ତାହା ଭଲ ନକ୍ସ୍ଟ ହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ମୃତକ୍ସ୍ଟ୍ଯଦଣ୍ତ ଦିଆୟିବା ଉଚିତ୍, କାରଣ ତୁମ୍ଭମାନେେ ସଦାପ୍ରଭୁଙ୍କ ମନୋନୀତ ରାଜା ତୁମ୍ଭମାନଙ୍କ ରାଜାଙ୍କକ୍ସ୍ଟ ଜଗି ରହିଲ ନାହିଁ। ରାଜାଙ୍କର ବର୍ଚ୍ଛା ଓ ତାଙ୍କ ମକ୍ସ୍ଟଣ୍ତ ନିକଟରେ ଥିବା ଜଳପାତ୍ର ବର୍ତ୍ତମାନ ଦେଖକ୍ସ୍ଟଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ । ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ତ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ । ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏହି ଯେଉଁ କଥା କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ମୃତ୍ୟୁଦଣ୍ତ ଦିଆଯିବା ଉଚିତ୍, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ରାଜା ତୁମ୍ଭମାନଙ୍କ ରାଜାଙ୍କୁ ଜଗି ରହିଲ ନାହିଁ। ରାଜାଙ୍କର ବର୍ଚ୍ଛା ଓ ତାଙ୍କ ମୁଣ୍ଡ ନିକଟରେ ଥିବା ଜଳପାତ୍ର ବର୍ତ୍ତମାନ ଦେଖୁଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ଡ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ?”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ଡ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ?