1 Samuel 26:18 — Compare Translations
5 translations compared side by side
Odia - 1840
"ଦାଉଦ ପକ୍ସ୍ଟଣି କହିଲେ, ମହାଶୟ ଆପଣ କାହିଁକି ମାରେ ପେଛପେଛ ଗୋଡଉଛନ୍ତି? ମୁ କ'ଣ ଅପରାଧ କଲି? କେଉଁ ଦୋଷ ମୁ କରିଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ କହିଲେ, ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି? ମୁଁ କଅଣ କରିଅଛି? ଅବା ମୋʼ ହାତରେ କେଉଁ ମନ୍ଦତା ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପୁଣି କହିଲେ, “ମହାଶୟ ତୁମ୍ଭେ କାହିଁକି ମୋର ପଛେ ପଛେ ଗୋଡ଼ଉଛ? ମୁଁ କ’ଣ ଅପରାଧ କଲି? କେଉଁ ଦୋଷ ମୁଁ କରିଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ କହିଲେ, “ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି? ମୁଁ କଅଣ କରିଅଛି? ଅବା ମୋʼ ହାତରେ କେଉଁ ମନ୍ଦତା ଅଛି?
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ କହିଲେ, ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି? ମୁଁ କଅଣ କରିଅଛି? ଅବା ମୋ’ ହାତରେ କେଉଁ ମନ୍ଦତା ଅଛି?