1 Samuel 26:2 — Compare Translations
5 translations compared side by side
Odia - 1840
"ଶାଉଲ ସୀଫ୍ ମରକ୍ସ୍ଟଭୂମିକକ୍ସ୍ଟ ଗଲେ, ଦାଉଦଙ୍କକ୍ସ୍ଟ ଖାଜେିବ ପାଇଁ ଇଶ୍ରାୟେଲର 3,000 ବଛା ବଛା ସୈନିକ ନଇେ ସୀଫ୍ ପ୍ରାନ୍ତରରକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାଉଲ ଉଠି ସୀଫ୍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍ ପ୍ରାନ୍ତରକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ସୀଫ୍ ମରୁଭୂମିକୁ ଗଲେ, ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର 3000 ବଛା ବଛା ସୈନିକ ନେଇ ସୀଫ୍ ପ୍ରାନ୍ତରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାଉଲ ଉଠି ସୀଫ୍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍ ପ୍ରାନ୍ତରକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାଉଲ ଉଠି ସୀଫ୍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍ ପ୍ରାନ୍ତରକୁ ଗଲେ।