1 Samuel 26:21 — Compare Translations

5 translations compared side by side

Odia - 1840
"ତା'ପରେ ଶାଉଲ କହିଲେ, ମୁ ପାପ କଲି, ହେ ମାରେ ପକ୍ସ୍ଟତ୍ର ଦାଉଦ ଫରେିଆସ। ମୁ ତୁମ୍ଭକୁ ଆଉ ଆଘାତ କରିବାକୁ ଚେଷ୍ଟା କରିବି ନାହିଁ। ଆଜି ମାରେ ଜୀବନ ତକ୍ସ୍ଟମ୍ଭ ନିକଟରେ ବହକ୍ସ୍ଟମୂଲ୍ଯ ହେଲା। ମୁ ମକ୍ସ୍ଟର୍ଖତାର କର୍ମ କରିଅଛି ଓ ଅତିଶଯ ଭୂଲ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାଉଲ କହିଲେ, ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାଉଲ କହିଲେ, “ମୁଁ ପାପ କଲି, ହେ ମୋର ପୁତ୍ର ଦାଉଦ ଫେରି ଆସ। ମୁଁ ତୁମ୍ଭକୁ ଆଉ ଆଘାତ କରିବାକୁ ଚେଷ୍ଟା କରିବି ନାହିଁ। ଆଜି ମୋର ଜୀବନ ତୁମ୍ଭ ନିକଟରେ ବହୁମୂଲ୍ୟ ହେଲା। ମୁଁ ମୁର୍ଖତାର କର୍ମ କରିଅଛି ଓ ଅତିଶୟ ଭୁଲ୍ କରିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାଉଲ କହିଲେ, “ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାଉଲ କହିଲେ, ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।