1 Samuel 26:22 — Compare Translations

5 translations compared side by side

Odia - 1840
"ଦାଉଦ ଉତ୍ତର ଦଲୋ, ଏହିଠା ରେ ରାଜାଙ୍କର ବର୍ଚ୍ଛା ଅଛି। ତୁମ୍ଭର ଜଣେ ଲୋକକୁ ପଠାଇ ଏହାକକ୍ସ୍ଟ ନଇୟୋଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ଉତ୍ତର ଦେଇ କହିଲେ, ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଉତ୍ତର ଦେଲେ, “ଏହିଠାରେ ରାଜାଙ୍କର ବର୍ଚ୍ଛା ଅଛି। ତୁମ୍ଭର ଜଣେ ଲୋକକୁ ପଠାଇ ଏହାକୁ ନେଇ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ଉତ୍ତର ଦେଇ କହିଲେ, “ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ଉତ୍ତର ଦେଇ କହିଲେ, ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ।