1 Samuel 26:23 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପ୍ରେତ୍ୟକକ ମନକ୍ସ୍ଟଷ୍ଯକକ୍ସ୍ଟ ତାହାର କର୍ମ ଅନକ୍ସ୍ଟସା ରେ ଫଳ ଦିଅନ୍ତି। ସେ ତାକକ୍ସ୍ଟ ସତ୍ କାର୍ୟ୍ଯ ପାଇଁ ପକ୍ସ୍ଟରସ୍କାର ଦିଅନ୍ତି ଏବଂ ଭୂଲ୍ କାର୍ୟ୍ଯ ପାଇଁ ଦଣ୍ତ ଦିଅନ୍ତି। ସଦାପ୍ରଭୁ ତୁମ୍ଭକୁ ମାେ ହସ୍ତ ରେ ଆଜି ସମର୍ପଣ କଲେ, ପରମେଶ୍ବରଙ୍କ ଦ୍ବାରା ମନୋନୀତ ରାଜାଙ୍କକ୍ସ୍ଟ ମୁ ହତ୍ଯା କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ଵସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମ ଅନୁସାରେ ଫଳ ଦିଅନ୍ତି। ସେ ତାକୁ ସତ୍ କାର୍ଯ୍ୟ ପାଇଁ ପୁରସ୍କାର ଦିଅନ୍ତି ଏବଂ ଭୁଲ୍ କାର୍ଯ୍ୟ ପାଇଁ ଦଣ୍ତ ଦିଅନ୍ତି। ସଦାପ୍ରଭୁ ତୁମ୍ଭକୁ ମୋ’ ହସ୍ତରେ ଆଜି ସମର୍ପଣ କଲେ, ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ରାଜାଙ୍କୁ ମୁଁ ହତ୍ୟା କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)