1 Samuel 26:24 — Compare Translations
5 translations compared side by side
Odia - 1840
"ଆଜି ମୁ ଦଖାଇେ ଦଲେି ଯେ ମାରେ ଦୃଷ୍ଟି ରେ ତୁମ୍ଭର ପ୍ରାଣ ମହାନ, ସହେିପରି ସଦାପ୍ରଭୁଙ୍କ ଦୃଷ୍ଟି ରେ ମାରେ ପ୍ରାଣ ମହତ୍ବପୂର୍ଣ ବୋଲି ସେ ଦଖାଇେ ଦବେେ। ସଦାପ୍ରଭୁ ମାେତେ ସମସ୍ତ ଦକ୍ସ୍ଟଃଖରକ୍ସ୍ଟ ଉଦ୍ଧାର କରନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦେଖନ୍ତୁ, ଆଜି ଯେପରି ମୋʼ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଜି ମୁଁ ଦେଖାଇ ଦେଲି ଯେ ମୋର ଦୃଷ୍ଟିରେ ତୁମ୍ଭର ପ୍ରାଣ ମହାନ, ସେହିପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋର ପ୍ରାଣ ମହତ୍ତ୍ୱପୂର୍ଣ୍ଣ ବୋଲି ସେ ଦେଖାଇ ଦେବେ। ସଦାପ୍ରଭୁ ମୋତେ ସମସ୍ତ ଦୁଃଖରୁ ଉଦ୍ଧାର କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦେଖନ୍ତୁ, ଆଜି ଯେପରି ମୋʼ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଦେଖନ୍ତୁ, ଆଜି ଯେପରି ମୋ’ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।