1 Samuel 26:3 — Compare Translations

5 translations compared side by side

Odia - 1840
"ଶାଉଲ ପଥ ପାଶର୍‌ବ ରେ ମରକ୍ସ୍ଟଭୂମି ସମ୍ମକ୍ସ୍ଟଖସ୍ଥ ହଖୀଲା ପର୍ବତ ରେ ସନୋ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲ ପଥ ପାର୍ଶ୍ଵରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ । ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ସେନା ଛାଉଣି ସ୍ଥାପନ କଲେ। ଦାଉଦ ପ୍ରାନ୍ତରରେ ଲୁଚିଥିଲେ। ସେ ଅନୁଭବ କଲେ ଯେ, ସେଠାରେ ଶାଉଲ ତାଙ୍କ ପଛେ ପଛେ ଅନୁସରଣ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।