1 Samuel 26:4 — Compare Translations
5 translations compared side by side
Odia - 1840
"ଦାଉଦ ଗକ୍ସ୍ଟଲ୍ଗଚର ପଠାଇ ନିଶ୍ଚଯ ଆସିଛନ୍ତି ବୋଲି ଜାଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଦାଉଦ ଚର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଗୁପ୍ତଚର ପଠାଇ ନିଶ୍ଚୟ ଆସିଛନ୍ତି ବୋଲି ଜାଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।