1 Samuel 26:5 — Compare Translations
5 translations compared side by side
Odia - 1840
"ଦାଉଦ ଶାଉଲଙ୍କର ଛାଉଣୀ ସ୍ଥାନକକ୍ସ୍ଟ ଆସିଲେ, ଆଉ ଦାଉଦ ଶାଉଲଙ୍କର ଓ ତାଙ୍କର ସନୋପତି, ନରର ପକ୍ସ୍ଟତ୍ର ଅବନରର ଶାଇେବା ଜାଗା ଦେଖିଲେ। ଶାଉଲ ସନୋ ଛାଉଣୀର ମଧ୍ଯ ଭାଗ ରେ ଶାଇେଥିଲେ। ସୈନ୍ଯମାନେ ତାଙ୍କୁ ବେଢି ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନରର ପୁତ୍ର ଅବ୍ନରର ଶୟନ-ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଶାଉଲଙ୍କର ଛାଉଣି ସ୍ଥାନକୁ ଆସିଲେ, ଆଉ ଦାଉଦ ଶାଉଲଙ୍କର ଓ ତାଙ୍କର ସେନାପତି, ନରର ପୁତ୍ର ଅବ୍ନରର ଶୋଇବା ଜାଗା ଦେଖିଲେ। ଶାଉଲ ସେନା ଛାଉଣିର ମଧ୍ୟ ଭାଗରେ ଶୋଇଥିଲେ। ସୈନ୍ୟମାନେ ତାଙ୍କୁ ବେଢ଼ି ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନେର୍ର ପୁତ୍ର ଅବ୍ନରର ଶୟନ ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନେର୍ର ପୁତ୍ର ଅବ୍ନରର ଶୟନ-ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ।