1 Samuel 26:6 — Compare Translations
5 translations compared side by side
Odia - 1840
"ଦାଉଦ ହିତ୍ତୀଯ ଅହୀମଲକେକକ୍ସ୍ଟ ଓ ସରକ୍ସ୍ଟଯାର ପକ୍ସ୍ଟତ୍ର ଯୋୟାବର ଭ୍ରାତା, ଅବୀଶଯକକ୍ସ୍ଟ ପଚାରିଲେ, ମାେ ସଙ୍ଗ ରେ ଶାଉଲଙ୍କ ଛାଉଣୀକି ନିକଟକକ୍ସ୍ଟ କିଏ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, ମୋʼ ସଙ୍ଗରେ ଛାଉଣିକି ଶାଉଲଙ୍କ ନିକଟକୁ କିଏ ଯିବ? ତହିଁରେ ଅବୀଶୟ କହିଲା, ମୁଁ ତୁମ୍ଭ ସଙ୍ଗେ ଯିବି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ହିତ୍ତୀୟ ଅହୀମେଲକକୁ ଓ ସରୁୟାରର ପୁତ୍ର ଯୋୟାବର ଭ୍ରାତା, ଅବୀଶୟକୁ ପଗ୍ଭରିଲେ, “ମୋ’ ସଙ୍ଗରେ ଶାଉଲଙ୍କ ଛାଉଣି ନିକଟକୁ କିଏ ଯିବ।” ତହିଁରେ ଅବୀଶୟ ଉତ୍ତର ଦେଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, “ମୋʼ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ?” ତହିଁରେ ଅବୀଶୟ କହିଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, ମୋ’ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ? ତହିଁରେ ଅବୀଶୟ କହିଲା, ମୁଁ ତୁମ୍ଭ ସଙ୍ଗେ ଯିବି।