1 Samuel 26:7 — Compare Translations
5 translations compared side by side
Odia - 1840
"ଯେତବେେଳେ ରାତ୍ରି ଥିଲା ଦାଉଦ ଓ ଅବୀଶଯ ଶାଉଲଙ୍କ ଛାଉଣୀକକ୍ସ୍ଟ ଗଲେ। ଶାଉଲ ଛାଉଣୀ ମଧ୍ଯ ଭାଗ ରେ ଶାଇେଥିଲା। ତାଙ୍କର ବର୍ଚ୍ଛା ତାଙ୍କର ମସ୍ତକ ପାଖ ରେ ଭୂମିରେ ମରା ହାଇେଅଛି। ଅବନ୍ର ଓ ଅନ୍ୟ ସୈନିକମାନେ ମଧ୍ଯ ନିଦ ରେ ଶାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି ଅବ୍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ରାତ୍ରି ଥିଲା ଦାଉଦ ଓ ଅବୀଶୟ ଶାଉଲଙ୍କ ଛାଉଣିକୁ ଗଲେ। ଶାଉଲ ଛାଉଣି ମଧ୍ୟ ଭାଗରେ ଶୋଇଥିଲା। ତାଙ୍କର ବର୍ଚ୍ଛା ତାଙ୍କର ମସ୍ତକ ପାଖରେ ଭୂମିରେ ମରା ହୋଇଅଛି। ଅବ୍ନର ଓ ଅନ୍ୟ ସୈନିକମାନେ ମଧ୍ୟ ନିଦରେ ଶୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି, ଅବ୍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)